Pratidin TV

Odisha's Digital News Platform

ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ..

1 min read

ଆଜି ଆସିଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟର ମେରିଟ୍ ଲିଷ୍ଟ । ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ଏବଂ ଏଥିରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀ ୨୨ ରୁ ୨୭ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନାମ ଲେଖାଇପାରିବେ । ସୂଚନା ଅନୁସାରେ, ଅଗଷ୍ଟ ୫ ତାରିଖ ଅପରାହ୍ନ ୩ଟାରେ ଯୁକ୍ତ ୨ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ ଏବଂ ଚୟନ ହୋଇଥିବା

ଛାତ୍ରଛାତ୍ରୀଙ୍କୁ ୭ ତାରିଖରୁ ୧୦ ତାରିଖ ମଧ୍ୟରେ ନାମ ଲେଖାଇପାରିବେ । ୨୦ ତାରିଖରେ ସ୍ପଟ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ । ଅଗଷ୍ଟ ୧ ତାରିଖରୁ ଯୁକ୍ତଦୁଇ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ନେଇ ନୋଟିସ୍ ଜାରି କରାଯାଇଛି ।

Advertisement

Leave a Reply

Your email address will not be published. Required fields are marked *