ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା..
1 min readଘୋଷଣା ହେଲା ଯୁକ୍ତଦୁଇ ପରୀକ୍ଷା ତାରିଖ ।ଫେବ୍ରୁଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।ଯୁକ୍ତଦୁଇ ପରୀକ୍ଷା ନେଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା। ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା ।
ଫେବ୍ରୁଆରୀ ୧୮ରୁ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଫେବ୍ରୁଆରୀ ୧୯ରୁ ବାଣିଜ୍ୟ ଓ କଳା ବିଭାଗର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଜାନୁଆରୀ ୨ରୁ ୧୨ ଯାଏଁ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା ହେବ।