Pratidin TV

Odisha's Digital News Platform

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

1 min read

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ। ଶନିବାର ଅର୍ଥାତ୍ ଆଜି ସେ ନିଜ ଇସ୍ତଫା ପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇଛନ୍ତି ।

୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ିଥିଲେ। କିନ୍ତୁ ହାରି ଯାଇଥିଲେ। ୨୦୦୯ରେ ମଧ୍ୟ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ି ପରାସ୍ତ ହୋଇଥିଲେ।

Advertisement

Leave a Reply

Your email address will not be published. Required fields are marked *