Pratidin TV

Odisha's Digital News Platform

ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରାପଡା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ।

1 min read

ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ମୋଦୀ କେନ୍ଦ୍ରାପଡା ଆସିବେ । ଏନେଇ କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସୂଚନା ଦେଇଛନ୍ତି । ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତ କୋଇଲି ବଜାର ବନ୍ଧନ ମଣ୍ଡପରେ ଦଳୀୟ କାର୍ଯ୍ୟକର୍ତାଙ୍କୁ ସମ୍ବୋଧନ କରି ଏକଥା କହିଛନ୍ତି ବୈଜୟନ୍ତ ।

ତେବେ କେବଳ ମୋଦୀ ନୁହଁନ୍ତି ବରଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି କେନ୍ଦ୍ରାପଡ଼ା ଲୋକସଭା ଓ ମାହାଙ୍ଗା ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ ।

Advertisement

Leave a Reply

Your email address will not be published. Required fields are marked *