Pratidin TV

Odisha's Digital News Platform

ପୁରୀ ବାଣ ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ମୃତ

1 min read

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ।  ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି  । ମୃତ୍ୟ  ସଂଖ୍ୟା ୬କୁ ବୃଦ୍ଧି ପାଇଛି  ।ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ଆହୁରି  ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

 ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଯୋଗାଇଦେବାକୁ ଏସଆରସି ପ୍ରେସରିଲିଜ ଜାରି କରି ସୂଚନା ଦେଇଛନ୍ତି । ଅନ୍ୟପଟେ ୨୪ ଜଣ ଆହତ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ କରିଛି  । ପ୍ରତ୍ୟେକ କ୍ଷତିଗ୍ରସ୍ତଙ୍କୁ ୩୦ ଲକ୍ଷ ଟଙ୍କାର ସହାୟତା ଓ ଅନ୍ୟାନ ସୁବିଧା ଯୋଗାଇଦେବାକୁ ଦାବି କରାଯାଇଛି ।

Advertisement

Leave a Reply

Your email address will not be published. Required fields are marked *