Pratidin TV

Odisha's Digital News Platform

କଣ୍ଟାବାଞ୍ଜିରେ ନବୀନ ପଟ୍ଟନାୟକ ପଛରେ..

1 min read

ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡର ଫଳାଫଳ ବିଜେଡି ପଛରେ ପଡିଯାଇଛି ।

ଠିକ ସେହିପରି କଣ୍ଟାବାଞ୍ଜି ବିଧାନସଭା ଆସନରେ ପଛରେ ପଡିଯାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେହି ଆସନରେ ନବୀନ ପଟ୍ଟନାୟକଙ୍କୁ ଟକ୍କର ଦେଉଛନ୍ତି ଭାଜପାର ଲକ୍ଷ୍ମଣ ବାଗ। ୧୧୫୮ ଖଣ୍ଡ ଭୋଟରେ ନବୀନ ପଛରେ ରହିଛନ୍ତି।

Advertisement

Leave a Reply

Your email address will not be published. Required fields are marked *