Pratidin TV

Odisha's Digital News Platform

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା , ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ

1 min read

ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ । ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରଖିଛି ରାଜ୍ୟ କ୍ରୀଡା ବିଭାଗ ।

ଜାତୀୟ କ୍ରୀଡା ଦିବସରେ ଓଡିଶାର କୃତି ଓ ସଫଳ କ୍ରୀଡ଼ାବିତ, କୋଚ, ସାମ୍ବାଦିକ ଓ କ୍ରୀଡା ଅନୁଷ୍ଠାନକୁ ଦିଆଯାଏ ସମ୍ମାନ । କ୍ରୀଡ଼ା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି।

Advertisement

Leave a Reply

Your email address will not be published. Required fields are marked *