Pratidin TV

Odisha's Digital News Platform

ସେପ୍ଟେମ୍ବର ୩୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି।

1 min read

ଜନସାଧାରଣଙ୍କ ନିମନ୍ତେ ବିଶେଷ ସୂଚନା । ଆସନ୍ତା ସୋମବାର ( ସେପ୍ଟେମ୍ବର ୩୦ ତାରିଖ ) ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ।

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ।

Advertisement

Leave a Reply

Your email address will not be published. Required fields are marked *