Pratidin TV

Odisha's Digital News Platform

ଆଖି ବୁଜିଲେ ରତନ ଟାଟା।

1 min read

ଭ।ରତର ଜଣାଶୁଣା ଉଦ୍ୟୋଗପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କ ପରଲୋକ ଘଟିଛି । ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ସେ ନିଜ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ।

Advertisement

Leave a Reply

Your email address will not be published. Required fields are marked *