ଆମ୍ବ ଟାକୁଆ ଟ୍ରାଜେଡ଼ି :ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ…
1 min readଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଥିବା ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ।SCBରେ ଚିକିତ୍ସାଧୀନ ଅବସ୍ଥାରେ ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଛି ।
ଗତ ୨ରେ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ କଲେଜ ଅଣାଯାଇଥିଲା। ପୂର୍ବରୁ ଏମକେସିଜିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ବର୍ତ୍ତମାନ କଟକ ଏସ୍ସିବିରେ ଏବେ ବି ଜଣେ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି ।