Pratidin TV

Odisha's Digital News Platform

ହାରିଲେ ବର୍ଷା, ଜିତିଲେ ଅମର

1 min read

୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ସାରା ରାଜ୍ୟରେ ମଙ୍ଗଳବାର ଭୋଟ୍ ଗଣତି ଜୋର୍‌ଦାର ଚାଲିଛି। ସକାଳ ୮ଟାରୁ ରାଜ୍ୟରେ ଭୋଟ୍ ଗଣତି ଆରମ୍ଭ ହୋଇଛି । ତେବେ ଏହାରି ମଧ୍ୟରେ ପ୍ରଥମ ଥର ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବର୍ଷା ପ୍ରିୟଦର୍ଶନୀ ପରାଜୟ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏଥର ରାଜନୀତିରେ ଓହ୍ଲାଇଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ। ବଡ଼ଚଣା ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀ ଅମର ନାୟକଙ୍କୁ ଦେଉଥିଲେ ଟକ୍କର | ତେବେ ବିଧାନସଭା ଆସନରୁ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିବା ବର୍ଷା ପରାସ୍ତ ହୋଇଥିବା ସୂଚନା ମିଳିଛି ।

Advertisement

Leave a Reply

Your email address will not be published. Required fields are marked *