Pratidin TV

Odisha's Digital News Platform

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି , ମହଙ୍ଗା ଭର୍ତ୍ତା ବଢାଇଲେ କେନ୍ଦ୍ର ସରକାର …

1 min read

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ କେନ୍ଦ୍ର ସରକାରଙ୍କ ବଡ ଭେଟି । ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି ।

ଦୀପାବଳି ପୂର୍ବରୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି ଏବଂ ଆଜିର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି। ଅର୍ଥାତ୍ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏରେ ୩ ପ୍ରତିଶତ ବୃଦ୍ଧିକୁ ଅନୁମୋଦନ ମିଳିଛି।

Advertisement

Leave a Reply

Your email address will not be published. Required fields are marked *