ଦିଓ୍ୱାଲୀ ପାଇଁ ନନଷ୍ଟପ୍ ଦୋଷା ତିଆରି କରି ରେକର୍ଡ କଲେ ମନୋହର..
1 min readହେଲେ ଏବେ ଆପଣ ନେଇପାରିବେ ନନଷ୍ଟପ୍ ଦୋଷାର ମଜା ।ଦିଓ୍ବାଲୀ ପାଇଁ ନାଗପୁରରେ ମିଳୁଛି ନନଷ୍ଟପ୍ ଦୋଷା।କଥାଟି ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ,। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତି ରେକର୍ଡ । ସେ ପ୍ରତି ଘଣ୍ଟାକୁ ପାଖାପାଖି ୭୫୦ ରୁ ୮୦୦ ଦୋଷା ପ୍ରସ୍ତୁତ କରୁଛନ୍ତି ଏବଂ ୨୪ ଘଣ୍ଟାରେ ୧୦ ହଜାର ଦୋଷା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛନ୍ତି।
ମନୋହରଙ୍କ ବାପା କହୁଥିଲେ ଯେ ଖାଦ୍ୟ ଦାନ ଠାରୁ ମହତ୍ବ ଦାନ କିଛି ନାହିଁ। ସେ ତାଙ୍କ ବାପାଙ୍କ କଥା ମାନି ଏଭଳି ଖାଦ୍ୟ ପ୍ରସ୍ତୁତି କରୁଥିବା ପ୍ରକାଶ କରିଛନ୍ତି। ଚଳିତ ବର୍ଷକୁ ମିଶାଇ ଏହା ମନୋହରଙ୍କ ୨୬ ତମ ରେକର୍ଡ।