Pratidin TV

Odisha's Digital News Platform

୫ ହଜାର ଟଙ୍କା ପାଇଁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଜାଣନ୍ତୁ ପୁରା ଘଟଣା

1 min read

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବିପିନ ବିହାରୀ ସିଂ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

ଜଣେ ସହକାରୀ ଶିକ୍ଷକଙ୍କ ଠାରୁ ତାଙ୍କର ଦରମା ରିଲିଜ କରାଇଦେବାକୁ କହି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିଥିଲ।  । ପରେ ଲାଞ୍ଚ ନେବା ବେଳେ ତାଙ୍କୁ ଧରିଥିଲା । ଏହି ଘଟଣାକୁ ନେଇ ବର୍ତ୍ତମାନ ଭିଜିଲାନ୍ସ ଟିମ୍‌ ତାଙ୍କୁ ଅଧିକ ପଚରାଉଚରା କରୁଛି ।

Advertisement

Leave a Reply

Your email address will not be published. Required fields are marked *