Pratidin TV

Odisha's Digital News Platform

ରାଜ୍ୟରେ ଆଉ ୭ ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନାର ଦୈନିକ ମୃତ୍ୟୁ କିଛି ମଧ୍ୟରେ ପୂର୍ବ ଅପେକ୍ଷା ହ୍ରାସ ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୩, ଭୁବନେଶ୍ୱରରୁ ଜଣେ, କଟକ, କନ୍ଧମାଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯ ହଜାର ୯୮ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *