Pratidin TV

Odisha's Digital News Platform

୧୯ରେ ଓଡ଼ିଶା ଆସିବେ ଜେପି ନଡ୍ଡା ..

ପୁଣି ଓଡିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୯ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀରେ ଦେବେ ଯୋଗ । ।ଏହି କାର୍ଯ୍ୟକାରିଣୀ  ବୈଠକରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ଜେପି ନଡ୍ଡାଙ୍କ ପ୍ରଥମ ଓଡିଶା ଗ୍ରସ୍ତ ।

ଆସନ୍ତା ୧୯ରେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା । ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି । ଏହି ବୈଠକରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

Leave a Reply

Your email address will not be published. Required fields are marked *