Pratidin TV

Odisha's Digital News Platform

ଅବପାତର ରୂପ ନେଲା ଲଘୁଚାପ , ରାଜ୍ୟରେ ୧୧ ଯାଏ ପ୍ରବଳ ଛେଚିବ !

ବଙ୍ଗୋପସାଗରରେ ଅବପାତର ରୂପ ନେଲା ସଦୃଶ୍ୟ ଲଘୁଚାପ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଗଭୀର ଅବପାତ ଓଡ଼ିଶା ଓ ପଶ୍ଚିମବଙ୍ଗ ଅତିକ୍ରମ କରିବ । ଏହା ପ୍ରଭାବରେ ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *