Pratidin TV

Odisha's Digital News Platform

ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର; ଶ୍ରୀକ୍ଷେତ୍ରରେ ଖୋଲିବନି ମଦ କୁଡ଼ିଆ ..

ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର। ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର।

ମୋହନ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍‌।  ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍‌ ମନା। ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ନୀତିରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର  । ରାଜ୍ୟର ଅନ୍ୟ ଧର୍ମାନୁଷ୍ଠାନ ଅଞ୍ଚଳରେ ଖୋଲିବନି ମଦ ଦୋକାନ । ଧାର୍ମିକ ଅନୁଷ୍ଠାନର ୫ କିମି ପରିଧି ମଧ୍ୟରେ ଖୋଲିବନି ମଦ ଦୋକାନ ।

Leave a Reply

Your email address will not be published. Required fields are marked *