Pratidin TV

Odisha's Digital News Platform

ଜୁଲାଇ ୧୮ ତାରିଖକୁ ଘୁଞ୍ଚିଲା NEET-UG ମାମଲାର ଶୁଣାଣି ..

1 min read

ଗୁରୁବାର ସୁପ୍ରିମକୋର୍ଟରେ ହେବାକୁ ଥିବା ନିଟ୍‌ ଶୁଣାଣି ସ୍ଥଗିତ ରଖାଯାଇଛି। ଜୁଲାଇ ୮ରେ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚ ଦ୍ୱାରା ଏହି ଶୁଣାଣି ହୋଇଥିଲା।

ଏହି ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର ହେବାର ଥିଲା ହେଲେ ଏହି ଶୁଣାଣିକୁ  ସ୍ଥଗିତ ରଖାଯାଇଛି।  ସିବିଆଇ, ସରକାର ଏବଂ ଏନ୍‌ଟିଆଇ ସେମାନଙ୍କ ଉତ୍ତର ସୁପ୍ରିମକୋର୍ଟରେ ଦାଖଲ କରିଛନ୍ତି। କିଛି ପ୍ରତିପକ୍ଷ ସତ୍ୟପାଠ ପାଇ ନ ଥିବାରୁ ଏହି ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠକୁ ପ୍ରତିପକ୍ଷ ପାଇନାହାନ୍ତି। ତେଣୁ ଏହି ମାମଲା ଘୁଞ୍ଚିଛି ।

Advertisement

Leave a Reply

Your email address will not be published. Required fields are marked *