Pratidin TV

Odisha's Digital News Platform

ସ୍କୁଲ ଡ୍ରପଆଉଟ୍ ରୋକିବାକୁ “ମାଧବ ସିଂ ଯୋଜନା ସ୍କୁଲ ପିଲାଙ୍କୁ ” ମିଳିବ ୫୦୦୦ ଟଙ୍କା …

1 min read

ଆଜି ବିଧାନସଭାରେ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା । ସ୍କୁଲ ପିଲାମାନଙ୍କ ହଟାଖର୍ଚ୍ଚ ପାଇଁ ‘ମାଧୋ ସିଂହ ହାତ ଖର୍ଚ୍ଚ’ ନାମକ ଏକ ନୂଆ ଯୋଜନା କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ଏହି ଯୋଜନାରେ ଅଷ୍ଟମ ବା ଦଶମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇଥିବା ଏବଂ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ପ୍ରତ୍ୟେକ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *