Pratidin TV

Odisha's Digital News Platform

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ , ଜାଣନ୍ତୁ ତାରିଖ …

1 min read

ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ଏକ୍‌ଜାମ-୨୦୨୧ ପ୍ରିଲିମନାରୀ ପରୀକ୍ଷା ତାରିଖ। ପରୀକ୍ଷା ପାଇଁ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ତାରିଖ ମଧ୍ୟ ଘୋଷଣା କରିଛନ୍ତି। ପ୍ରିଲିମନାରୀ ପରୀକ୍ଷା 2024 ଅକ୍ଟୋବର ୨୭ ତାରିଖ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ହେବ ବୋଲି କୁହାଯାଇଛି । ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ ବିବରଣୀ ର ସୂଚନା ପରେ ଦିଆଯିବ।

ଏ ସମ୍ପର୍କରେ ସବିଶେଷ ସୂଚନା OPSCର ୱେବସାଇଟ୍‌ରେ ଖୁବ ଶୀଘ୍ର ପ୍ରକାଶ ପାଇବ। ପ୍ରାର୍ଥୀ ୱେବସାଇଟକୁ ଯାଇ ଆଡମିଶନ ସାର୍ଟିଫିକେଟ ଡାଉନଲୋଡ କରିବାକୁ ଓପିଏସସି ପକ୍ଷରୁ କୁହାଯାଇଛି। ପ୍ରାର୍ଥୀ https://opsc.govt.in କୁ ଯାଇ ସବିଶେଷ ତଥ୍ୟ ପାଇପାରିବେ। ପ୍ରାର୍ଥୀମାନଙ୍କୁ ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *