Pratidin TV

Odisha's Digital News Platform

ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ; ୪ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା ….

1 min read

ଭୁବନେଶ୍ୱର ; ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦଶହରା ଉପହାର । ୪ ପ୍ରତିଶତ ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର ।
୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।

Advertisement

Leave a Reply

Your email address will not be published. Required fields are marked *