Pratidin TV

Odisha's Digital News Platform

ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ , ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’…

ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ । ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ ସରକାର “ଭାଙ୍ଗ” ମାଦକ ଦ୍ରବ୍ୟ ଭାବେ ଘୋଷଣା କରିଛନ୍ତି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏହାକୁ ଖାଦ୍ୟ ଓ ପାନୀୟରେ ମିଶେଇ ଏକ ମନଉତ୍ତେଜକ ଔଷଧ ଭାବରେ ବ୍ୟବ‌ହାର କରାଯାଏ ।

ଫଳରେ ଏହା ବିଶୃଙ୍ଖଳା, ଶତ୍ରୁତା, ବିକୃତି, ମତିଭ୍ରମ ଏବଂ ଚିନ୍ତା ଶକ୍ତି ହରାଇବାର କାରଣ ହୋଇଥାଏ। ଫଳରେ ଏହା ବିଶୃଙ୍ଖଳା, ଶତ୍ରୁତା, ବିକୃତି, ମତିଭ୍ରମ ଏବଂ ଚିନ୍ତା ଶକ୍ତି ହରାଇବାର କାରଣ ହୋଇଥାଏ।

Leave a Reply

Your email address will not be published. Required fields are marked *