Pratidin TV

Odisha's Digital News Platform

ଆସନ୍ତାକାଲି ପ୍ରକାଶ ପାଇବ +୨ ରେଜଲ୍ଟ

1 min read

ଭୁବନେଶ୍ୱର : ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଅନ୍ତ ଘଟିଛି । ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚଶିକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁଯାୟୀ ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ପରୀକ୍ଷା ଫଳ ଘୋଷଣା କରାଯିବ।

ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା।

Advertisement

କଳାରେ- ୨ଲକ୍ଷ ୧୯ହଜାର ୧୧୦
ବିଜ୍ଞାନରେ- ୯୧ ହଜାର ୩୭୯
ବାଣିଜ୍ୟରେ- ୨୩ ହଜାର ୧୪୮
ଧନ୍ଦାମୂଳକ ଶିକ୍ଷାରେ- ୫ହଜାର
ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Leave a Reply

Your email address will not be published. Required fields are marked *