Pratidin TV

Odisha's Digital News Platform

ପ୍ରଚଣ୍ଡ ଖରା ପାଇଁ ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ ।

1 min read

ରାଜ୍ୟରେ କଲବଲ କରୁଛି ତାତି । ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି ଓଡିଶାବ।ସୀ ।ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ସରକାର ବଡ଼ ଘୋଷଣା କରିଛନ୍ତି ।

ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିବାବେଳେ ଏଭଳି ସ୍ଥିତି ଆସନ୍ତା ୩ ଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିିଛି । ଏପରିକି ଏକାଧିକ ଜିଲ୍ଲାରେ ତାପମାତ୍ରା ୪୦ ଉପରେ ରହିବ ଏପରିକି ୪୫ ଡିଗ୍ରୀ ଛୁୁଇଁବ ବୋଲି ଆକଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଏହି ୩ ଦିନ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି ସରକାର ।କାଲିଠୁ ୨୦ ତାରିଖ ଯାଏଁ ର।।ଜ୍ୟର ସମସ୍ତ ସ୍କୁଲ ଛୁଟି ।

Advertisement

ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୩୪ ଡିଗ୍ରୀ ଟପିଛି ଅନେକ ସ୍ଥାନର ତାପମାତ୍ରା। ସାଢ଼େ ୮ଟା ସୁଦ୍ଧା ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି।

Leave a Reply

Your email address will not be published. Required fields are marked *