Pratidin TV

Odisha's Digital News Platform

ଭଦ୍ରକରେ ଲାଗୁ ହେଲା ୧୪୪ ଧାରା…

1 min read

ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଶେଷ ପର୍ଯ୍ୟାୟ ମତଦାନ । ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି।

ଏପରିକି ନିର୍ବାଚନ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ ହୋଇଛି। ଆଜି ସନ୍ଧ୍ୟା ୬ଟାରୁ ଜୁନ ୨ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। ୫ ଜଣରୁ ଅଧିକ ଏକାଠି ହେବା, ବୁଲିବା, ପ୍ରଚାର କରିବା ଆଦି ମନା ହୋଇଛି।

Advertisement

Leave a Reply

Your email address will not be published. Required fields are marked *