Pratidin TV

Odisha's Digital News Platform

୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ , ୨୭ ତାରିଖ ସୁଦ୍ଧା ଦିଅନ୍ତୁ ଉତ୍ତର ..

1 min read

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ  ଦର୍ଶାଅ ନୋଟିସ ଜାରି କରାଯାଇଛି । ନିମାପଡା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ, ସୋର ବିଧାୟିକା  ପର୍ଶୁରାମ ଧଡ଼ାଙ୍କୁ ନୋଟିସ ଜାରି କରାଯାଇଛି । ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି ନୋଟିସ ଜାରି କରା ଯାଇଛି ।

ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି। ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କରିଛନ୍ତି ବିଧାନସଭା ସଚିବ।କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ଏହି ଚାରି ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି ।

Advertisement

Leave a Reply

Your email address will not be published. Required fields are marked *