Pratidin TV

Odisha's Digital News Platform

ରାଜ୍ୟ ସରକାରଙ୍କ ବଡ ଘୋଷଣା ; ଏଣିକି ଶିକ୍ଷକ ନିଯୁକ୍ତିରେ ଥରେ OTET ପାସ୍ କଲେ …

ଭୁବନେଶ୍ୱର : ଶିକ୍ଷକ ଚାକିରୀ ପାଇଁ ଆଶାୟୀ ଥିବା ପାର୍ଥୀଙ୍କ ପାଇଁ ବଡ ଖବର । ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ବଡ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ବଦଳାଇଲେ ଓଟିଇଟି ନିୟମ ।ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି ପରୀକ୍ଷା । ପୂର୍ବରୁ ଓଟିଇଟି ପରୀକ୍ଷାରେ ଉତିର୍ଣ୍ଣ ହେଲେ ୭ ବର୍ଷ ପାଇଁ ବୈଧ ଥିଲା । ଏନେଇ ଟୁଇଟ୍ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *