Pratidin TV

Odisha's Digital News Platform

ପୁଣି ଶ୍ରୀମନ୍ଦିରରୁ ଖସିଲା ପଥର ।

1 min read

ପୁଣି ଶ୍ରୀମନ୍ଦିରରୁ ଖସିଲା ପଥର । ଆଜି ଭୋରରୁ ଶ୍ରୀମନ୍ଦିରରୁକୁ ଲାଗି ରହିଥିବା ବରାହ ମନ୍ଦିରରୁ ଆଜି ଭୋରରୁ ଏକ ପଥର ଖସିଛି। ପଥରଟି ଖସି ଏକାଦଶୀ ମନ୍ଦିର ଛାତରେ ପଡ଼ିଥିଲା। ମିଳିଥିବା ସୂଚନା ଅଣୁଯାୟୀ ପଥରର ଓଜନ ପ୍ରାୟ ୧ କେଜି ହେବ।

ବଡ ଦେଉଳରୁ ଖସିଥିବା ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ରଖିଛନ୍ତି। ଏନେଇ ଏଏସଆଇକୁ ସୂଚନା ଦେଇଛନ୍ତି।

Advertisement

Leave a Reply

Your email address will not be published. Required fields are marked *