ମହିଳା IICଙ୍କୁ ମାଡ଼ ଘଟଣା: ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ…
1 min readବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଲାଗିଲା ଝଟକା ।ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ।ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ । ଏହାପରେ ସୁପ୍ରିମକୋର୍ଟ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଦେଇଛନ୍ତି ।
ଜୟନାରାୟଣଙ୍କ ଆବେଦନକୁ ପ୍ରଥମେ ହାଇକୋର୍ଟ ଖାରଜ କରିଥିଲେ ।ଏହାକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ।ଗତବର୍ଷ ଫେବ୍ରୁଆରୀ ୧୫ରେ ସମ୍ବଲପୁରରେ ଘଟିଥିଲା ଘଟଣା। ପରସ୍ପର ନାଁରେ ଅଭିଯୋଗ ଆଣିଥିଲେ ଜୟନାରାୟଣ ଓ ଆଇଆଇସି।