Pratidin TV

Odisha's Digital News Platform

EXAM CANCELLED

1 min read

ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ପରିଚାଳିତ ୟୁଜିସି-ନେଟ୍ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ଏନଟିଏ ପକ୍ଷରୁ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ଅନିମିତତା ଅଭିଯୋଗ ହୋଇଥିଲା।...