Pratidin TV

Odisha's Digital News Platform

ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ , ନେଲେ ଏଭଳି ବଡ ପଦକ୍ଷେପ ।

1 min read

ଭୁବନେଶ୍ୱର ; ନୂଆ ମୁଖ୍ୟମନ୍ତ୍ରୀଙ୍କ ନୂଆ ପଦକ୍ଷେପ । ଏଣିକି ସିଧା ସଳଖ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିବ ଜନତାଙ୍କ ଦୁଃଖ । ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟାନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

Advertisement

Leave a Reply

Your email address will not be published. Required fields are marked *