Pratidin TV

Odisha's Digital News Platform

ଆସନ୍ତା ୭ ଏବଂ ୧୪ରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

1 min read

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ରହିବ ବନ୍ଦ । ତେବେ ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି | ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଓ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ ।

Advertisement

Leave a Reply

Your email address will not be published. Required fields are marked *