Pratidin TV

Odisha's Digital News Platform

ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ।

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଓଡିଶାରେ ସରକାର ବଦଳିଛି ସତ କିନ୍ତୁ ପୂର୍ବପରି ନବୀନ ବାବୁ ନିଜ ରାଜ୍ୟବାସୀଙ୍କୁ ଭୂଲି ନାହାନ୍ତି। ଆଜି ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ ଜଗନ୍ନଥଙ୍କ ନିକଟରେ ସମସ୍ତଙ୍କ ଶୁଭକମାନ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ।

ଏନେଇ ସେ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *