Pratidin TV

Odisha's Digital News Platform

ଏବେ କରୋନାର ର୍ଟାଗେଟ ପାଲଟିଛି ରାଜଧାନୀ :୨୪ ଘଣ୍ଟାରେ ୨୪୫ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ଷିପ୍ର ଗତିରେ ମାଡ଼ିଲାଣି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୭୮୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୭୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୯୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୧୧୪ ଜଣ ସୁସ୍ଥ ହୋଇଛନ୍ତି ।

। ଏଥି ମଧ୍ୟରୁ ୧୪୯୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୧୧୪ ଜଣ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *