Pratidin TV

Odisha's Digital News Platform

ବାତ୍ୟା ପାଇଁ ୧୪ ଜିଲ୍ଲାରେ ବନ୍ଦ ରହିବ ବିଶ୍ୱବିଦ୍ୟାଳୟ ଓ କଲେଜ..

1 min read

ବାତ୍ୟା ପାଇଁ ୨୩ରୁ ୨୫ ପର୍ଯ୍ୟନ୍ତ ବନ୍ଦ ରହିବ କଲେଜ ଓ ବିଶ୍ବବିଦ୍ୟାଳୟ। କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ । ୧୪ ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶ । ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଥିଲେ ଏସଆରସି । ବାତ୍ୟା ଯେଉଁ ସବୁ ଜିଲ୍ଲାକୁ ପ୍ରଭାବିତ କରିବ ସେଠି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର।

ଏସବୁ ଜିଲ୍ଲା ଗୁଡ଼ିକ ହେଲା ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ , ଯାଜପୁର, ଅନୁଗୁଳ, ଖୋର୍ଦ୍ଧା ଓ ନୟାଗଡ଼।

Advertisement

Leave a Reply

Your email address will not be published. Required fields are marked *