Pratidin TV

Odisha's Digital News Platform

ବଢିଲା ମୁଖ୍ୟ ନିର୍ବାଚନ କମିଶନଙ୍କ ସୁରକ୍ଷା , ମିଳିଲା Z ସିକ୍ୟୁରିଟି ..

1 min read

ବଢିଲା ନିର୍ବାଚନ କମିଶନରଙ୍କ ସୁରକ୍ଷା । ଏବେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ମିଳିବ Z ସୁରକ୍ଷା । ତାଙ୍କୁ Z ସୁରକ୍ଷା ପ୍ରଦାନ କରାଯାଇଥିବା
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ ପାଇଛି । ମିଳିଥିବା ସୂଚନାନୁଯାୟୀ ଇଣ୍ଟେଲିଜେନ୍ସ ବ୍ୟୁରୋ ର ଗୁପ୍ତଚର ରିପୋର୍ଟକୁ ଆଧାର କରି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଇଁ Z ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି ।

Z ବର୍ଗର ସୁରକ୍ଷା ପ୍ରୋଟୋକଲଗୁଡିକ ଅଧୀନରେ ଏକ ବିସ୍ତୃତ ସୁରକ୍ଷା ବିବରଣୀ ସାମିଲ କରାଯାଇଛି । ରାଜୀବ କୁମାରଙ୍କୁ ସୁରକ୍ଷା ଦେବା ପାଇଁ ଉଜଚୠ କମାଣ୍ଡୋ ସମେତ ମୋଟ ୩୩ ଜଣ ସୁରକ୍ଷାକର୍ମୀଙ୍କୁ ଦାୟିତ୍ୱ ଦିଆଯାଇଛି ।

Leave a Reply

Your email address will not be published. Required fields are marked *